ଭି. ସୀତାରାମୟା
ଦେଖଣା
ଭି. ସୀତାରାମୟା | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଯତିରାଜ ପ୍ରହରାଜ |
ନିର୍ବାଚନ ମଣ୍ଡଳୀ | ଛତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୫ ଫେବୃଆରୀ ୧୯୮୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ ରାଜନୀତିଜ୍ଞ |
ବୃତ୍ତି | ରାଜନୀତିଜ୍ଞ |
ଭି. ସୀତାରାମୟା (ମୃତ୍ୟୁ: ୫ ଫେବୃଆରୀ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୀତାରାମୟା ନିର୍ଦ୍ଦଳୀୟ ରାଜନୀତିଜ୍ଞା ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସୀତାରାମୟା ୧୯୮୯ ମସିହାର ଫେବୃଆରୀ ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri V. Sitaramaya". odishaassembly.nic.in. Odisha Assembly. Retrieved 11 December 2020.