ଆଦିକନ୍ଦ ସେଠୀ

ଉଇକିପିଡ଼ିଆ‌ରୁ
ଆଦିକନ୍ଦ ସେଠୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀନାଗି ରେଡ୍ଡୀ ନାରାୟଣ ରେଡ୍ଡୀ
ପର ଅଧିକାରୀପ୍ରିୟାଂଶୁ ପ୍ରଧାନ
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1952-01-01)୧ ଜାନୁଆରୀ ୧୯୫୨
ମୃତ୍ୟୁ୨୨ ସେପ୍ଟେମ୍ବର ୨୦୨୨(2022-09-22) (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀଶୈଳବାଳା ସେଠୀ
ବାପା/ବୋଉଦଣ୍ଡପାଣି ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ଆଦିକନ୍ଦ ସେଠୀ (୧ ଜାନୁଆରୀ ୧୯୫୨ - ୨୨ ସେପ୍ଟେମ୍ବର ୨୦୨୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ଆଦିକନ୍ଦ ୧୯୫୨ ମସିହାର ଜାନୁଆରୀ ୧ ତାରିଖରେ ପୁରୀ ଜିଲ୍ଲାକୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ଦଣ୍ଡପାଣି ସେଠୀ ଓ ପତ୍ନୀଙ୍କ ନାମ ଶୈଳବାଳା ସେଠୀ ।[୩]

ରାଜନୈତିକ ଜୀବନ[ସମ୍ପାଦନା]

ଆଦିକନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୪] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୩]

ମୃତ୍ୟୁ[ସମ୍ପାଦନା]

ଆଦିକନ୍ଦ ସେଠୀ ୨୦୨୨ ମସିହାର ସେପ୍ଟେମ୍ବର ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।[୫]

ଆଧାର[ସମ୍ପାଦନା]

  1. "ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ". Samaya Live (in ଆମେରିକୀୟ ଇଂରାଜୀ). Archived from the original on 2022-09-23. Retrieved 2022-09-23.
  2. ୨.୦ ୨.୧ "ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ". ସମ୍ବାଦ. ନୂଆପଡ଼ା/ଖଡ଼ିଆଳ. 23 September 2022. p. 11. Archived from the original on 23 September 2022. Retrieved 23 September 2022.
  3. ୩.୦ ୩.୧ "Shri Adikanda Sethi". odishaassembly.nic.in. Odisha Assembly. Retrieved 17 December 2020.
  4. "ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ". Sambad (in ଆମେରିକୀୟ ଇଂରାଜୀ). Archived from the original on 2022-09-23. Retrieved 2022-09-23.
  5. "ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ". Argus News (in ଇଂରାଜୀ). Archived from the original on 2022-09-23. Retrieved 2022-09-23.