ପୂର୍ଣ୍ଣ ଚନ୍ଦ୍ର ସେଠୀ
ଦେଖଣା
ପୂର୍ଣ୍ଣ ଚନ୍ଦ୍ର ସେଠୀ | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ଭି.ସୁଜ୍ଞାନୀ କୁମାରୀ ଦେଓ |
ପର ଅଧିକାରୀ | ସୂର୍ଯ୍ୟମଣି ବୈଦ୍ୟ |
ନିର୍ବାଚନ ମଣ୍ଡଳୀ | ଖଲ୍ଲିକୋଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୧ ଅପ୍ରେଲ ୧୯୫୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଞ୍ଜୁକ୍ତା ସେଠୀ |
ବାପା/ବୋଉ | ଚୈତନ୍ୟ ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପୂର୍ଣ୍ଣ ଚନ୍ଦ୍ର ସେଠୀ (ଜନ୍ମ: ୨୧ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖଲ୍ଲିକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପୂର୍ଣ୍ଣ ଚନ୍ଦ୍ର ୧୯୫୪ ମସିହାର ଅପ୍ରେଲ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚୈତନ୍ୟ ସେଠୀ ଓ ପତ୍ନୀଙ୍କ ନାମ ସଞ୍ଜୁକ୍ତା ସେଠୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପୂର୍ଣ୍ଣ ଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Purna Chandra Sethy". odishaassembly.nic.in. Odisha Assembly. Retrieved 18 January 2021.
- ↑ "ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା | Sambad". ସମ୍ବାଦ. sambad.in. 19 March 2019. Retrieved 19 January 2021.