ଦଣ୍ଡପାଣି ସ୍ୱାଇଁ

ଉଇକିପିଡ଼ିଆ‌ରୁ
ଦଣ୍ଡପାଣି ସ୍ୱାଇଁ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପର ଅଧିକାରୀସଦାନନ୍ଦ ମହାନ୍ତି
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1906-07-01)୧ ଜୁଲାଇ ୧୯୦୬
ମୃତ୍ୟୁ୭ ଅଗଷ୍ଟ ୧୯୮୭(1987-08-07) (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀକମଳା ଦେବୀ
ବାପା/ବୋଉସରଦାର ଭିକାରୀ ରଣସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ଦଣ୍ଡପାଣି ସ୍ୱାଇଁ (୧ ଜୁଲାଇ ୧୯୦୬ - ୭ ଅଗଷ୍ଟ ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦଣ୍ଡପାଣି ୧୯୦୬ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସରଦାର ଭିକାରୀ ରଣସିଂହ ଓ ପତ୍ନୀଙ୍କ ନାମ କମଳା ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦଣ୍ଡପାଣି ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଦଣ୍ଡପାଣି ୧୯୮୭ ମସିହାରେ ଅଗଷ୍ଟ ୭ ତାରିଖରେ ୮୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Dandapani Swain". odishaassembly.nic.in. Odisha Assembly. Retrieved 24 January 2021.