ଦଣ୍ଡପାଣି ସ୍ୱାଇଁ
ଦେଖଣା
ଦଣ୍ଡପାଣି ସ୍ୱାଇଁ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପର ଅଧିକାରୀ | ସଦାନନ୍ଦ ମହାନ୍ତି |
ନିର୍ବାଚନ ମଣ୍ଡଳୀ | କବିସୂର୍ଯ୍ୟ ନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୦୬ |
ମୃତ୍ୟୁ | ୭ ଅଗଷ୍ଟ ୧୯୮୭ | (ବୟସ ୮୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | କମଳା ଦେବୀ |
ବାପା/ବୋଉ | ସରଦାର ଭିକାରୀ ରଣସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦଣ୍ଡପାଣି ସ୍ୱାଇଁ (୧ ଜୁଲାଇ ୧୯୦୬ - ୭ ଅଗଷ୍ଟ ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦଣ୍ଡପାଣି ୧୯୦୬ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସରଦାର ଭିକାରୀ ରଣସିଂହ ଓ ପତ୍ନୀଙ୍କ ନାମ କମଳା ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦଣ୍ଡପାଣି ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଦଣ୍ଡପାଣି ୧୯୮୭ ମସିହାରେ ଅଗଷ୍ଟ ୭ ତାରିଖରେ ୮୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Dandapani Swain". odishaassembly.nic.in. Odisha Assembly. Retrieved 24 January 2021.