ସଦାନନ୍ଦ ମହାନ୍ତି
ଦେଖଣା
ସଦାନନ୍ଦ ମହାନ୍ତି | |
---|---|
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୭ | |
ପୂର୍ବ ଅଧିକାରୀ | ଦଣ୍ଡପାଣି ସ୍ୱାଇଁ |
ପର ଅଧିକାରୀ | ସଦାନନ୍ଦ ମହାନ୍ତି |
ନିର୍ବାଚନ ମଣ୍ଡଳୀ | କବିସୂର୍ଯ୍ୟ ନଗର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୬ ନଭେମ୍ବର ୧୯୯୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ଶକୁନ୍ତଳା ମହାନ୍ତି |
ବାପା/ବୋଉ | ବୈଷ୍ଣବ ମହାନ୍ତି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସଦାନନ୍ଦ ମହାନ୍ତି (ମୃତ୍ୟୁ: ୧୬ ନଭେମ୍ବର ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୩ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସଦାନନ୍ଦଙ୍କ ବାପାଙ୍କ ନାମ ବୈଷ୍ଣବ ମହାନ୍ତି ଓ ପତ୍ନୀଙ୍କ ନାମ ଶକୁନ୍ତଳା ମହାନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସଦାନନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସଦାନନ୍ଦ ୧୯୯୧ ମସିହାରେ ନଭେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sadananda Mohanty". odishaassembly.nic.in. Odisha Assembly. Retrieved 26 January 2021.