ଗୋବିନ୍ଦ ପ୍ରଧାନ
ଗୋବିନ୍ଦ ପ୍ରଧାନ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ମାଗୁଣି ଚରଣ ପ୍ରଧାନ |
ପର ଅଧିକାରୀ | ସୋମନାଥ ରଥ |
ନିର୍ବାଚନ ମଣ୍ଡଳୀ | ଭଞ୍ଜନଗର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ନିର୍ବାଚନ ମଣ୍ଡଳୀ | ପଟ୍ଟାପୁର |
ବିଧାୟକ: ସ୍ୱାଧୀନତା ପୂର୍ବର ପ୍ରଥମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଆସିକା-ସୁରଡ଼ା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୮୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଆଶାଲତା ପ୍ରଧାନ |
ବାପା/ବୋଉ | ବଳରାମ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗୋବିନ୍ଦ ପ୍ରଧାନ (ମୃତ୍ୟୁ: ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ଆସିକା-ସୁରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ୱାଧୀନତା ପରେ ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଟ୍ଟାପୁର ଓ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗୋବିନ୍ଦ ପ୍ରଧାନଙ୍କ ବାପାଙ୍କ ନାମ ବଳରାମ ପ୍ରଧାନ ଓ ପତ୍ନୀଙ୍କ ନାମ ଆଶାଲତା ପ୍ରଧାନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗୋବିନ୍ଦ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ[୨] ଏବଂ ସ୍ୱାଧୀନତା ପରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୩୭ | ୧୯୪୬ | ସଭ୍ୟ, ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭା | ଆସିକା-ସୁରଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
୧୯୫୨ | ୧୯୫୭ | ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା | ପଟ୍ଟାପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ଗୋବିନ୍ଦ ୧୯୮୦ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Govind Pradhan". odishaassembly.nic.in. Odisha Assembly. Retrieved 6 February 2021.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link)