ଗୋପବନ୍ଧୁ ପାତ୍ର

ଉଇକିପିଡ଼ିଆ‌ରୁ
ଗୋପବନ୍ଧୁ ପାତ୍ର
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀବ୍ରଜ ମୋହନ ମହାନ୍ତି
ପର ଅଧିକାରୀସିଦ୍ଧେଶ୍ୱର ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀପଦ୍ମ ଚରଣ ସାମନ୍ତସିଂହାର
ପର ଅଧିକାରୀବ୍ରଜ ମୋହନ ମହାନ୍ତି
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1928-04-12)୧୨ ଅପ୍ରେଲ ୧୯୨୮
ମୃତ୍ୟୁ୩ ଅପ୍ରେଲ ୧୯୯୮(1998-04-03) (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସଚଳମଣି ପାତ୍ର
ବାପା/ବୋଉଦିବ୍ୟସିଂହ ପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଗୋପବନ୍ଧୁ ପାତ୍ର (୧୨ ଅପ୍ରେଲ ୧୯୨୮ - ୩ ଅପ୍ରେଲ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୋପବନ୍ଧୁ ପାତ୍ର ୧୯୨୮ ମସିହାର ଅପ୍ରେଲ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିବ୍ୟସିଂହ ପାତ୍ର ଓ ପତ୍ନୀଙ୍କ ନାମ ସଚଳମଣି ପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋପବନ୍ଧୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଗୋପବନ୍ଧୁ ପାତ୍ର ୧୯୯୮ ମସିହାର ଅପ୍ରେଲ ୩ ତାରିଖରେ ୬୯ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gopabandhu Patra". odishaassembly.nic.in. Odisha Assembly. Retrieved 1 March 2021.