ସମୀର ରଞ୍ଜନ ଦାଶ
ଦେଖଣା
ସମୀର ରଞ୍ଜନ ଦାଶ | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ବାଇଧର ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ନିମାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ଅପ୍ରେଲ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଙ୍ଗିତା ଦାଶ |
ବାପା/ବୋଉ | ରତ୍ନାକର ଦାଶ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସମୀର ରଞ୍ଜନ ଦାଶ (ଜନ୍ମ: ୨୨ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସମୀର ରଞ୍ଜନ ଦାଶ ୧୯୬୨ ମସିହାର ଅପ୍ରେଲ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରତ୍ନାକର ଦାଶ ଓ ପତ୍ନୀଙ୍କ ନାମ ସଙ୍ଗିତା ଦାଶ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସମୀର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ନିମାପଡ଼ା | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ନିମାପଡ଼ା | ବିଜୁ ଜନତା ଦଳ |
୨୦୧୯ | - | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ନିମାପଡ଼ା | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Samir Ranjan Dash". odishaassembly.nic.in. Odisha Assembly. Retrieved 24 March 2021.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Samir Ranjan Dash-ସମ୍ପର୍କିତ ମିଡ଼ିଆ