ଲକ୍ଷ୍ମୀକାନ୍ତ ମଲ୍ଲିକ

ଉଇକିପିଡ଼ିଆ‌ରୁ
ଲକ୍ଷ୍ମୀକାନ୍ତ ମଲ୍ଲିକ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୨୦୦୪
ପୂର୍ବ ଅଧିକାରୀସହୁରା ମଲ୍ଲିକ
ପର ଅଧିକାରୀଭଗବାନ କହଁର
ନିର୍ବାଚନ ମଣ୍ଡଳୀବାଲିଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-07-01) ୧ ଜୁଲାଇ ୧୯୫୫ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରଶାନ୍ତି ମଲ୍ଲିକ
ବାପା/ବୋଉରାମ ଚନ୍ଦ୍ର ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ଲକ୍ଷ୍ମୀକାନ୍ତ ମଲ୍ଲିକ (ଜନ୍ମ: ୧ ଜୁଲାଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲକ୍ଷ୍ମୀକାନ୍ତ ମଲ୍ଲିକ ୧୯୫୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମ ଚନ୍ଦ୍ର ମଲ୍ଲିକ ଓ ପତ୍ନୀଙ୍କ ନାମ ପ୍ରଶାନ୍ତି ମଲ୍ଲିକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲକ୍ଷ୍ମୀକାନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Laxmi Kanta Mallik". odishaassembly.nic.in. Odisha Assembly. Retrieved 8 April 2021.