ପଦ୍ମନାଭ ବେହେରା
ପଦ୍ମନାଭ ବେହେରା | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ସଞ୍ଜୀବ କୁମାର ସାହୁ |
ପର ଅଧିକାରୀ | ରଘୁନାଥ ଜଗଦଲ |
ନିର୍ବାଚନ ମଣ୍ଡଳୀ | ବୀରମହାରାଜପୁର |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ବିଷ୍ଣୁପ୍ରିୟା ବେହେରା |
ପର ଅଧିକାରୀ | ଦେବେନ୍ଦ୍ର କହଁର |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ସାଂସଦ: ୧୨ଶ, ୧୩ଶ ଲୋକ ସଭା | |
କାର୍ଯ୍ୟକାଳ ୧୯୯୮ – ୨୦୦୪ | |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଅଭିମନ୍ୟୁ ବେହେରା |
ପର ଅଧିକାରୀ | ଦାଶରଥୀ ବେହେରା |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୬ ମାର୍ଚ୍ଚ ୧୯୫୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ବିଷ୍ଣୁପ୍ରିୟା ବେହେରା |
ବାପା/ବୋଉ | କାର୍ତ୍ତିକ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପଦ୍ମନାଭ ବେହେରା (ଜନ୍ମ: ୧୬ ମାର୍ଚ୍ଚ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଏବେ କାର୍ଯ୍ୟ କରିଛନ୍ତି । ୧୯୯୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ଓ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ଫୁଲବାଣୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପଦ୍ମନାଭ ବେହେରା ୧୯୫୬ ମସିହାର ମାର୍ଚ୍ଚ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକ ବେହେରା ଓ ପତ୍ନୀଙ୍କ ନାମ ବିଷ୍ଣୁପ୍ରିୟା ବେହେରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପଦ୍ମନାଭ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ ପଞ୍ଚମଥର କାର୍ଯ୍ୟ କରୁଛନ୍ତି । ଏତଦ୍ବ୍ୟତୀତ ୨୦୧୯ ମସିହାରୁ ସେ ପରିବହନ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୩,୭୩୪ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ରଘୁନାଥ ଜଗଦଲଙ୍କଠାରୁ ୨୧,୯୪୬ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ଫୁଲବାଣୀ | ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଫୁଲବାଣୀ | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ବୀରମହାରାଜପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବୀରମହାରାଜପୁର | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ବୀରମହାରାଜପୁର | ବିଜୁ ଜନତା ଦଳ |
ଲୋକ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୮ | ୧୯୯୯ | ସଭ୍ୟ, ୧୨ଶ ଲୋକ ସଭା | ଫୁଲବାଣୀ | ବିଜୁ ଜନତା ଦଳ |
୧୯୯୯ | ୨୦୦୪ | ସଭ୍ୟ, ୧୩ଶ ଲୋକ ସଭା | ଫୁଲବାଣୀ | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Padmanabh Behera". odishaassembly.nic.in. Odisha Assembly. Retrieved 27 April 2021.
- ↑ "General Election to Assembly Constituencies 2024: Birmaharajpur (Odisha)". Election Commission of India. Retrieved 27 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Padmanabh Behera-ସମ୍ପର୍କିତ ମିଡ଼ିଆ