ଗୋପାଳ ପ୍ରଧାନ

ଉଇକିପିଡ଼ିଆ‌ରୁ
ଗୋପାଳ ପ୍ରଧାନ
ବିଧାୟକ: ୪ର୍ଥ, ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୭
ପୂର୍ବ ଅଧିକାରୀସାରଙ୍ଗଧର ପ୍ରଧାନ
ପର ଅଧିକାରୀରଞ୍ଜିତ କୁମାର ପ୍ରଧାନ
ନିର୍ବାଚନ ମଣ୍ଡଳୀଉଦୟଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1935-02-10)୧୦ ଫେବୃଆରୀ ୧୯୩୫
ମୃତ୍ୟୁ୫ ଅକ୍ଟୋବର ୧୯୮୬(1986-10-05) (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀସୁଭଦ୍ରା ପ୍ରଧାନ
ବାପା/ବୋଉସିଙ୍ଗ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଗୋପାଳ ପ୍ରଧାନ (୧୦ ଫେବୃଆରୀ ୧୯୩୫ - ୫ ଅକ୍ଟୋବର ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୋପାଳ ପ୍ରଧାନ ୧୯୩୫ ମସିହାର ଫେବୃଆରୀ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସିଙ୍ଗ ପ୍ରଧାନ ଓ ପତ୍ନୀଙ୍କ ନାମ ସୁଭଦ୍ରା ପ୍ରଧାନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋପାଳ ଓଡ଼ିଶା ରାଜନୀତିରେ ପ୍ରଥମେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ ଏବଂ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଉଦୟଗିରି ସ୍ୱତନ୍ତ୍ର ପାର୍ଟି
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ଉଦୟଗିରି ସ୍ୱତନ୍ତ୍ର ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଉଦୟଗିରି ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟ[ସମ୍ପାଦନା]

ଗୋପାଳ ୧୯୮୬ ମସିହାର ଅକ୍ଟୋବର ୫ ତାରିଖରେ ୫୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gopal Pradhan". odishaassembly.nic.in. Odisha Assembly. Retrieved 4 May 2021.