ଅଜିତ ଦାସ (୧୯୪୪ ଜନ୍ମ)

ଉଇକିପିଡ଼ିଆ‌ରୁ
ଅଜିତ ଦାସ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଭକ୍ତ ଚରଣ ଦାସ
ପର ଅଧିକାରୀପ୍ରଦୀପ୍ତ କୁମାର ନାଏକ
ନିର୍ବାଚନ ମଣ୍ଡଳୀଭବାନୀପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1944-02-03)୩ ଫେବୃଆରୀ ୧୯୪୪
ମୃତ୍ୟୁ୪ ଫେବୃଆରୀ ୨୦୨୨(2022-02-04) (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀରେଖା ଦାସ
ବାପା/ବୋଉଦିବାକର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଅଜିତ ଦାସ (୩ ଫେବୃଆରୀ ୧୯୪୪ - ୪ ଫେବୃଆରୀ ୨୦୨୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଜିତ ଦାସ ୧୯୪୪ ମସିହାର ଫେବୃଆରୀ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିବାକର ଦାସ ଓ ପତ୍ନୀଙ୍କ ନାମ ରେଖା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଜିତ ଦାସ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

୨୦୨୨ ମସିହା ଫେବୃଆରୀ ୪ ତାରିଖରେ ଅଜିତ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ajit Das". odishaassembly.nic.in. Odisha Assembly. Retrieved 10 May 2021.
  2. "ପୂର୍ବତନ ବିଧାୟକ ଅଜିତ ଦାସଙ୍କ ପରଲୋକ". ଧରିତ୍ରୀ. ୫ ଫେବୃଆରୀ ୨୦୨୨. p. ୫. Retrieved 5 February 2022. {{cite web}}: Check date values in: |date= (help)