ଅଧିରାଜ ମୋହନ ପାଣିଗ୍ରାହୀ

ଉଇକିପିଡ଼ିଆ‌ରୁ
ଅଧିରାଜ ମୋହନ ପାଣିଗ୍ରାହୀ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଦୁର୍ଯ୍ୟୋଧନ ମାଝି
ନିର୍ବାଚନ ମଣ୍ଡଳୀଖଡ଼ିଆଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1976-07-14) ୧୪ ଜୁଲାଇ ୧୯୭୬ (ବୟସ ୪୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରିୟଦର୍ଶିନୀ ପାଣିଗ୍ରାହୀ
ବାପା/ବୋଉଦିନେଶ ଚନ୍ଦ୍ର ପାଣିଗ୍ରାହୀ (ବାପା)
ବୃତ୍ତିରାଜନୀତିଜ୍ଞ

ଅଧିରାଜ ମୋହନ ପାଣିଗ୍ରାହୀ (ଜନ୍ମ: ୧୪ ଜୁଲାଇ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଧିରାଜ ମୋହନ ପାଣିଗ୍ରାହୀ ୧୯୭୬ ମସିହାର ଜୁଲାଇ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିନେଶ ଚନ୍ଦ୍ର ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ପ୍ରିୟଦର୍ଶିନୀ ପାଣିଗ୍ରାହୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଧିରାଜ ମୋହନ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Adhiraj Mohan Panigrahi". odishaassembly.nic.in. Odisha Assembly. Retrieved 18 June 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Adhiraj Mohan Panigrahi-ସମ୍ପର୍କିତ ମିଡ଼ିଆ