କୃପାନିଧି ନାଏକ

ଉଇକିପିଡ଼ିଆ‌ରୁ
କୃପାନିଧି ନାଏକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଉଦିତ ପ୍ରତାପ ଶେଖର ଦେଓ, ଗଙ୍ଗାଧର ପ୍ରଧାନ
ନିର୍ବାଚନ ମଣ୍ଡଳୀସୁନ୍ଦରଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୬୯
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

କୃପାନିଧି ନାଏକ (ମୃତ୍ୟୁ: ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କୃପାନିଧି ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରୁ ୧୯୫୯ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

କୃପାନିଧି ନାଏକ ୧୯୬୯ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ଅକ୍ଟୋବର ୧୯୬୯ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Krupanidhi Naik". odishaassembly.nic.in. Odisha Assembly. Retrieved 27 June 2021.