ପ୍ରସନ୍ନ କୁମାର ପଣ୍ଡା

ଉଇକିପିଡ଼ିଆ‌ରୁ
ପ୍ରସନ୍ନ କୁମାର ପଣ୍ଡା
ବିଧାୟକ: ୯ମ, ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୬ ଡିସେମ୍ବର ୧୯୯୭
ପୂର୍ବ ଅଧିକାରୀଉପେନ୍ଦ୍ର ଦୀକ୍ଷିତ
ପର ଅଧିକାରୀକେଶବ ସାହୁ
ନିର୍ବାଚନ ମଣ୍ଡଳୀବ୍ରଜରାଜନଗର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଉପେନ୍ଦ୍ର ଦୀକ୍ଷିତ
ପର ଅଧିକାରୀଉପେନ୍ଦ୍ର ଦୀକ୍ଷିତ
ନିର୍ବାଚନ ମଣ୍ଡଳୀବ୍ରଜରାଜନଗର
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୧
ପର ଅଧିକାରୀଉପେନ୍ଦ୍ର ଦୀକ୍ଷିତ
ନିର୍ବାଚନ ମଣ୍ଡଳୀବ୍ରଜରାଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-06-16)୧୬ ଜୁନ ୧୯୨୨
ମୃତ୍ୟୁ୨୬ ଡିସେମ୍ବର ୧୯୯୭(1997-12-26) (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ବାପା/ବୋଉସଚ୍ଚିଦାନନ୍ଦ ପଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରସନ୍ନ କୁମାର ପଣ୍ଡା (୧୬ ଜୁନ ୧୯୨୨ - ୧୬ ଡିସେମ୍ବର ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛ' ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭ ୧୯୭୪, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରଜରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୬ଷ୍ଠ, ୯ମ, ୧୦ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରସନ୍ନ କୁମାର ପଣ୍ଡା ୧୯୨୨ ମସିହାର ଜୁନ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଚ୍ଚିଦାନନ୍ଦ ପଣ୍ଡା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରସନ୍ନ କୁମାର ପଣ୍ଡା ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛ' ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୬୭ ୧୯୭୪ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୯୫ ୧୬ ଡିସେମ୍ବର ୧୯୯୭ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ମୃତ୍ୟୁ[ସମ୍ପାଦନା]

ପ୍ରସନ୍ନ କୁମାର ପଣ୍ଡା ୧୯୯୭ ମସିହାର ଡିସେମ୍ବର ୧୬ ତାରିଖରେ ୭୫ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Prasanna Kumar Panda". odishaassembly.nic.in. Odisha Assembly. Retrieved 5 August 2021.