ରବିନାରାୟଣ ପାଣିଗ୍ରାହୀ
ଦେଖଣା
ରବିନାରାୟଣ ପାଣିଗ୍ରାହୀ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | କାର୍ତ୍ତିକ ପ୍ରସାଦ ତରିଆ |
ପର ଅଧିକାରୀ | ରାମଚନ୍ଦ୍ର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ବୀରମହାରାଜପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ମାର୍ଚ୍ଚ ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ବ୍ରଜଶ୍ୱରୀ ପାଣିଗ୍ରାହୀ |
ବାପା/ବୋଉ | ନୀଳଚଳ ପାଣିଗ୍ରାହୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରବିନାରାୟଣ ପାଣିଗ୍ରାହୀ (ଜନ୍ମ: ୧ ମାର୍ଚ୍ଚ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରବିନାରାୟଣ ପାଣିଗ୍ରାହୀ ୧୯୫୮ ମସିହାର ମାର୍ଚ୍ଚ ୧ ତାରିଖର ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳଚଳ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ବ୍ରଜଶ୍ୱରୀ ପାଣିଗ୍ରାହୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରବିନାରାୟଣ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Rabinarayan Panigrahi". odishaassembly.nic.in. Odisha Assembly. Retrieved 15 August 2021.