ମୁକେଶ ମହାଲିଙ୍ଗ
ଦେଖଣା
ମୁକେଶ ମହାଲିଙ୍ଗ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଯୋଗେନ୍ଦ୍ର ବେହେରା |
ନିର୍ବାଚନ ମଣ୍ଡଳୀ | ଲୋଇସିଂହା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଜୁଲାଇ ୧୯୭୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଅନିତା ପାଣ୍ଡେ |
ବାପା/ବୋଉ | ମୀନକେତନ ମହାଲିଙ୍ଗ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୁକେଶ ମହାଲିଙ୍ଗ (ଜନ୍ମ: ୧୧ ଜୁଲାଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମୁକେଶ ମହାଲିଙ୍ଗ ୧୯୭୩ ମସିହାର ଜୁଲାଇ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୀନକେତନ ମହାଲିଙ୍ଗ ଓ ପତ୍ନୀଙ୍କ ନାମ ଅନିତା ପାଣ୍ଡେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମୁକେଶ ମହାଲିଙ୍ଗ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Mukesh Mahaling". odishaassembly.nic.in. Odisha Assembly. Retrieved 14 September 2021.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Mukesh Mahaling-ସମ୍ପର୍କିତ ମିଡ଼ିଆ