ମୂରଲୀଧର ଗୁରୁ
ଦେଖଣା
ମୂରଲୀଧର ଗୁରୁ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ରାଜେନ୍ଦ୍ର ନାରାୟଣ ସିଂହଦେଓ |
ପର ଅଧିକାରୀ | ମହମ୍ମଦ ମୁଜାଫର ହୁସେନ ଖାନ |
ନିର୍ବାଚନ ମଣ୍ଡଳୀ | ବଲାଙ୍ଗୀର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୩୬ |
ମୃତ୍ୟୁ | ୯ ନଭେମ୍ବର ୨୦୧୭ | (ବୟସ ୮୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଜୀବନ ସାଥୀ | ମନ୍ଦୋଦରି ଗୁରୁ |
ବାପା/ବୋଉ | ଦୈତାରୀ ଗୁରୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୂରଲୀଧର ଗୁରୁ (୧ ଜାନୁଆରୀ ୧୯୩୬ - ୯ ନଭେମ୍ବର ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଲାଙ୍ଗୀର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବା ଓ ଶିକ୍ଷା
[ସମ୍ପାଦନା]ମୂରଲୀଧର ଗୁରୁ ୧୯୩୬ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୈତାରୀ ଗୁରୁ ଏବଂ ପତ୍ନୀଙ୍କ ନାମ ମନ୍ଦୋଦରି ଗୁରୁ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମୂରଲୀଧର ଗୁରୁ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୯ ମସିହାରୁ ୧୯୮୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ମୂରଲୀଧର ଗୁରୁ ୨୦୧୭ ମସିହାର ନଭେମ୍ବର ୯ ତାରିଖରେ ୪୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Muralidhar Guru". odishaassembly.nic.in. Odisha Assembly. Retrieved 13 October 2021.