ମହାନନ୍ଦ ବାହାଦୁର
ଦେଖଣା
ମହାନନ୍ଦ ବାହାଦୁର | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ତୀର୍ଥବାସୀ ପ୍ରଧାନ |
ପର ଅଧିକାରୀ | ଗଣନାଥ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ବରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୭୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ମୈଦେଇ ମହାନନ୍ଦ |
ବାପା/ବୋଉ | ମହେଶ୍ୱର ମହାନନ୍ଦ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମହାନନ୍ଦ ବାହାଦୁର (ମୃତ୍ୟୁ: ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବା ଓ ଶିକ୍ଷା
[ସମ୍ପାଦନା]ମହାନନ୍ଦ ବାହାଦୁରଙ୍କ ବାପାଙ୍କ ନାମ ମହେଶ୍ୱର ମହାନନ୍ଦ ଏବଂ ପତ୍ନୀଙ୍କ ନାମ ମୈଦେଇ ମହାନନ୍ଦ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମହାନନ୍ଦ ବାହାଦୁର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ମହାନନ୍ଦ ବାହାଦୁର ୧୯୭୬ ମସିହାରେ ମୃତ୍ୟୁବରଣ କରିଥିଲେ । ୧୫ ସେପ୍ଟେମ୍ବର ୧୯୭୬ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Mahananda Bahadur". odishaassembly.nic.in. Odisha Assembly. Retrieved 21 October 2021.