ଗୁପ୍ତ ପ୍ରସାଦ ଦାସ

ଉଇକିପିଡ଼ିଆ‌ରୁ
ଗୁପ୍ତ ପ୍ରସାଦ ଦାସ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀରଘୁନାଥ ପଟ୍ଟନାୟକ
ପର ଅଧିକାରୀରଘୁନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀକୋରାପୁଟ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀହରିଶ୍ଚନ୍ଦ୍ର ବକ୍ସିପାତ୍ର
ପର ଅଧିକାରୀତାରା ପ୍ରସାଦ ବାହିନିପତି
ନିର୍ବାଚନ ମଣ୍ଡଳୀଜୟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1950-03-16) ୧୬ ମାର୍ଚ୍ଚ ୧୯୫୦ (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଭାରତୀ ଦାସ
ସନ୍ତାନ
ବାପା/ବୋଉବାଲୁଙ୍କେଶ୍ୱର ଦାସ ଶର୍ମା (ବାପା)
ବୃତ୍ତିରାଜନୀତିଜ୍ଞ

ଗୁପ୍ତ ପ୍ରସାଦ ଦାସ (ଜନ୍ମ: ୧୬ ମାର୍ଚ୍ଚ ୧୯୫୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁରକୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୁପ୍ତ ପ୍ରସାଦ ଦାସ ୧୯୫୦ ମସିହାର ମାର୍ଚ୍ଚ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଲୁଙ୍କେଶ୍ୱର ଦାସ ଶର୍ମା ଓ ପତ୍ନୀଙ୍କ ନାମ ଭାରତୀ ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୁପ୍ତ ପ୍ରସାଦ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Gupta Prasad Das". odishaassembly.nic.in. Odisha Assembly. Retrieved 14 March 2022.