ହରିହର ମିଶ୍ର (ରାଜନେତା)
ଦେଖଣା
ହରିହର ମିଶ୍ର | |
---|---|
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୬୧ | |
ପର ଅଧିକାରୀ | ରଘୁନାଥ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଜୟପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୧ ଅକ୍ଟୋବର ୧୯୭୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ରେବତୀ ମିଶ୍ର |
ବାପା/ବୋଉ | ଗଦାଧର ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରିହର ମିଶ୍ର (ମୃତ୍ୟୁ: ୧୧ ଅକ୍ଟୋବର ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ହରିହର ମିଶ୍ରଙ୍କ ବାପାଙ୍କ ନାମ ଗଦାଧର ମିଶ୍ର ଓ ପତ୍ନୀଙ୍କ ନାମ ରେବତୀ ମିଶ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରିହର ମିଶ୍ର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ହରିହର ମିଶ୍ର ୧୯୭୫ ମସିହାର ଅକ୍ଟୋବର ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harihar Mishra". odishaassembly.nic.in. Odisha Assembly. Retrieved 21 March 2022.