ନିତ୍ୟାନନ୍ଦ ଗଣ୍ଡ

ଉଇକିପିଡ଼ିଆ‌ରୁ
ନିତ୍ୟାନନ୍ଦ ଗଣ୍ଡ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀସୁବାସ ଗଣ୍ଡ
ନିର୍ବାଚନ ମଣ୍ଡଳୀଉମରକୋଟ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1978-06-01) ୧ ଜୁନ ୧୯୭୮ (ବୟସ ୪୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଚୈତି ଗଣ୍ଡ
ବାପା/ବୋଉସମରୁ ଗଣ୍ଡ (ବାପା)
ବୃତ୍ତିରାଜନୀତିଜ୍ଞ

ନିତ୍ୟାନନ୍ଦ ଗଣ୍ଡ (ଜନ୍ମ: ୧ ଜୁନ ୧୯୭୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନିତ୍ୟାନନ୍ଦ ଗଣ୍ଡ ୧୯୭୮ ମସିହାର ଜୁନ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସମରୁ ଗଣ୍ଡ ଓ ପତ୍ନୀଙ୍କ ନାମ ଚୈତି ଗଣ୍ଡ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନିତ୍ୟାନନ୍ଦ ଗଣ୍ଡ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Nityananda Gond". odishaassembly.nic.in. Odisha Assembly. Retrieved 29 March 2022.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Nityananda Gond-ସମ୍ପର୍କିତ ମିଡ଼ିଆ