ଦାମୋଦର ରାଉତ

ଉଇକିପିଡ଼ିଆ‌ରୁ
ଦାମୋଦର ରାଉତ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପର ଅଧିକାରୀସମ୍ବିତ ରାଉତରାୟ
ନିର୍ବାଚନ ମଣ୍ଡଳୀପାରାଦ୍ୱୀପ
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀବିଜୟ କୁମାର ନାୟକ
ପର ଅଧିକାରୀପ୍ରଶାନ୍ତ କୁମାର ମୁଦୁଲି
ନିର୍ବାଚନ ମଣ୍ଡଳୀଏରସମା
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀକୃଷ୍ଣ ଚନ୍ଦ୍ର ସ୍ୱାଇଁ
ପର ଅଧିକାରୀବିଜୟ କୁମାର ନାୟକ
ନିର୍ବାଚନ ମଣ୍ଡଳୀଏରସମା
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ପୂର୍ବ ଅଧିକାରୀଲୋକନାଥ ଚୌଧୁରୀ
ପର ଅଧିକାରୀକୃଷ୍ଣ ଚନ୍ଦ୍ର ସ୍ୱାଇଁ
ନିର୍ବାଚନ ମଣ୍ଡଳୀଏରସମା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1942-07-02)୨ ଜୁଲାଇ ୧୯୪୨
ମୃତ୍ୟୁ୨୨ ମାର୍ଚ୍ଚ ୨୦୨୪(2024-03-22) (ବୟସ ୮୧)
ଭୁବନେଶ୍ୱର
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ, ଜନତା ଦଳ, ଜନତା ପାର୍ଟି
ଜୀବନ ସାଥୀସ୍ନେହା ରାଉତ
ସନ୍ତାନସମ୍ବିତ ରାଉତରାୟ (ପୁଅ)
ବାପା/ବୋଉକପିଳ ଚରଣ ରାଉତ
ବୃତ୍ତିରାଜନୀତିଜ୍ଞ

ଦାମୋଦର ରାଉତ (୨ ଜୁଲାଇ ୧୯୪୨–୨୨ ମାର୍ଚ୍ଚ ୨୦୨୪) ଜଣେ ଚିକିତ୍ସକ ଓ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାକୁ ସାତ ଥର ବିଧାୟକ ଭାବରେ ନିର୍ବାଚିତ ହୋଇ ଯାଇଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମାପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ, ୧୨ଶ, ୧୩ଶ, ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦାମୋଦର ରାଉତ ୧୯୪୨ ମସିହାର ଜୁଲାଇ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ ।[୧] ତାଙ୍କ ପୁଅ ସମ୍ବିତ ରାଉତରାୟ ଜଣେ ରାଜନେତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଦାମୋଦର ରାଉତ ଓଡ଼ିଶା ରାଜନୀତିରେ ଜନତା ଦଳ, ଜନତା ପାର୍ଟିବିଜୁ ଜନତା ଦଳଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୭୯ ମସିହାରୁ ୨୦୧୭ ମସିହା ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ବାଲିକୁଦା-ଏରସମା ଜନତା ପାର୍ଟି
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଏରସମା ଜନତା ପାର୍ଟି (ସେକୁଲାର୍)
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଏରସମା ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଏରସମା ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଏରସମା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ପାରାଦ୍ୱୀପ ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ପାରାଦ୍ୱୀପ ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Damodara Rout". odishaassembly.nic.in. Odisha Assembly. Retrieved 5 May 2022.
  2. "BJD-backed candidate among 8 held for attack on Rout's vehicle". The New Indian Express. Archived from the original on 2022-04-28. Retrieved 2022-04-28. {{cite web}}: |archive-date= / |archive-url= timestamp mismatch; 2022-02-22 suggested (help)

ବାହାର ଆଧାର[ସମ୍ପାଦନା]