ବାସୁଦେବ ମହାପାତ୍ର

ଉଇକିପିଡ଼ିଆ‌ରୁ
ବାସୁଦେବ ମହାପାତ୍ର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀଉମେଶ ସ୍ୱାଇଁ
ପର ଅଧିକାରୀଜ୍ୟୋତିଶ ଚନ୍ଦ୍ର ଦାସ
ନିର୍ବାଚନ ମଣ୍ଡଳୀବାଲିକୁଦା
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ପୂର୍ବ ଅଧିକାରୀବୈକୁଣ୍ଠ ନାଥ ମହାନ୍ତି
ପର ଅଧିକାରୀଉମେଶ ସ୍ୱାଇଁ
ନିର୍ବାଚନ ମଣ୍ଡଳୀବାଲିକୁଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1932-01-01)୧ ଜାନୁଆରୀ ୧୯୩୨
ମୃତ୍ୟୁ୨୮ ଅକ୍ଟୋବର ୧୯୯୦(1990-10-28) (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଆର୍)
ଜୀବନ ସାଥୀଶୈଳବାଳା ମହାପାତ୍ର
ସନ୍ତାନ
ବାପା/ବୋଉବାମଦେବ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ବାସୁଦେବ ମହାପାତ୍ର (୧ ଜାନୁଆରୀ ୧୯୩୨ - ୨୮ ଅକ୍ଟୋବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବାସୁଦେବ ମହାପାତ୍ର ୧୯୩୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାମଦେବ ମହାପାତ୍ର ଓ ପତ୍ନୀଙ୍କ ନାମ ଶୈଳବାଳା ମହାପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବାସୁଦେବ ମହାପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ବାଲିକୁଦା କଂଗ୍ରେସ (ଆର୍)
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ବାଲିକୁଦା ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ବାଲିକୁଦା ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ବାସୁଦେବ ମହାପାତ୍ର ୧୯୯୦ ମସିହାର ଅକ୍ଟୋବର ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Basudev Mahapatra". odishaassembly.nic.in. Odisha Assembly. Retrieved 12 May 2022.