ଏକା ତୁ ଏକା ମୁଁ
ଏକା ତୁ ଏକା ମୁଁ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ମୋହନ ସାହୁ |
ପ୍ରଯୋଜକ | ସୀତାରାମ ଅଗ୍ରୱାଲ |
ସଂଳାପ | ନିର୍ମଳ ନାୟକ |
କଳାକାର | ସିଦ୍ଧାନ୍ତ ମହାପାତ୍ର ଅନୁ ଚୌଧୁରୀ ପ୍ରଦ୍ୟୁମ୍ନ ଲେଙ୍କା ଭୂପତି ତ୍ରିପାଠୀ |
ସଙ୍ଗୀତ | ମନ୍ମଥ ମିଶ୍ର |
ଚିତ୍ରଗ୍ରହଣ | ଧୃବାନନ୍ଦ ପଣ୍ଡା |
ସମ୍ପାଦକ | ରାଜେଶ ଦାଶ |
ମୁକ୍ତିଲାଭ ତାରିଖ | ୧୪ ଜୁନ ୨୦୨୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏକା ତୁ ଏକା ମୁଁ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାଂଶୁ ମୋହନ ସାହୁ ।[୨] ସଙ୍ଗୀତକାର ମନ୍ମଥ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଏହି କଥାଚିତ୍ରଟି ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ଅନୁ ଚୌଧୁରୀ ।[୨] ପ୍ରଦ୍ୟୁମ୍ନ ଲେଙ୍କା, ଭୂପତି ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଜୁନ ୧୪ ତାରିଖରେ ସିଦ୍ଧାର୍ଥ ଟିଭିରେ ମୁକ୍ତିଲାଭ କରିଥିଲା ।[୧]
ଅଭିନୟ
[ସମ୍ପାଦନା]କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲା ମନ୍ମଥ ମିଶ୍ର ।[୨] ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ହ୍ୟୁମାନ ସାଗର, ନମିତା ଅଗ୍ରୱାଲ, ସୌରଭ ନାୟକ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ଗାୟକ | ସମୟ |
---|---|---|---|
1. | "ମନ ମୋର ଗାର୍ଡ଼େନ୍ ଗାର୍ଡ଼େନ୍" | ହ୍ୟୁମାନ ସାଗର, ନମିତା ଅଗ୍ରୱାଲ | ୦୪:୨୩ |
2. | "ଏକା ଏକା ମୁଁ" | ହ୍ୟୁମାନ ସାଗର | ୦୫:୪୩ |
3. | "ଏ ଜୀବନ କେବେ ଶିବ ରଂଜନି" | ସୌରଭ ନାୟକ | ୦୪:୩୯ |
4. | "ସମୟ ସୁଅ ମୁହେଁ ପତର" | ସୌରଭ ନାୟକ | ୦୧:୧୪ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "୮ ମାସରେ ମୁକ୍ତିଲାଭ କରିଛି ୪୧ଟି ଓଡ଼ିଆ ସିନେମା". ସମ୍ବାଦ. sambad.in. 21 August 2022. Archived from the original on 25 October 2022. Retrieved 25 October 2022.
- ↑ ୨.୦ ୨.୧ ୨.୨ "ଏକା ତୁ ଏକା ମୁଁ". ସମାଜ (ରବିବାର). 29 May 2022. Archived from the original on 16 June 2022. Retrieved 16 June 2022.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ଏକା ତୁ ଏକା ମୁଁ