Jump to content

ଜଗନ୍ନାଥ ମିଶ୍ର

ଉଇକିପିଡ଼ିଆ‌ରୁ
ଜଗନ୍ନାଥ ମିଶ୍ର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନାଲା କୁର୍ମୁ ନାୟକଲୁ ଦୋରା
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ବୃତ୍ତିରାଜନୀତିଜ୍ଞ

ଜଗନ୍ନାଥ ମିଶ୍ର (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ଜଗନ୍ନାଥ ମିଶ୍ର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[]

ମୃତ୍ୟୁ

[ସମ୍ପାଦନା]

ଜଗନ୍ନାଥ ମିଶ୍ର ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ । ୧୨ ଫେବୃଆରୀ ୧୯୯୨ରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[]

  1. ୧.୦ ୧.୧ ୧.୨ "Shri Jagannath Mishra". odishaassembly.nic.in. Odisha Assembly. Retrieved 21 June 2022.