ଦାଶରଥୀ ଗମାଙ୍ଗ
ଦାଶରଥୀ ଗମାଙ୍ଗ | |
---|---|
ବିଧାୟକ: ୧୬ଶ, ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ବାସନ୍ତୀ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ମୋହନା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ମାର୍ଚ୍ଚ ୧୯୭୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରତ୍ନମାଳା ଗମାଙ୍ଗ |
ବାପା/ବୋଉ | କାର୍ତ୍ତିକ ଗମାଙ୍ଗ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦାଶରଥୀ ଗମାଙ୍ଗ (ଜନ୍ମ: ୨ ମାର୍ଚ୍ଚ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦାଶରଥୀ ଗମାଙ୍ଗ ୧୯୭୧ ମସିହାର ମାର୍ଚ୍ଚ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକ ଗମାଙ୍ଗ ଓ ପତ୍ନୀଙ୍କ ନାମ ରତ୍ନମାଳା ଗମାଙ୍ଗ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦାଶରଥୀ ଗମାଙ୍ଗ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୨,୧୧୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଶାନ୍ତ କୁମାର ମଲ୍ଲିକଙ୍କୁ ୪,୦୫୯ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Dasarathi Gomango". odishaassembly.nic.in. Odisha Assembly. Retrieved 30 June 2022.
- ↑ "General Election to Mohana (Odisha)". Election Commission of India. Retrieved 11 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Dasarathi Gomango-ସମ୍ପର୍କିତ ମିଡ଼ିଆ