ମନୋରଞ୍ଜନ ସେଠୀ
ଦେଖଣା
ମନୋରଞ୍ଜନ ସେଠୀ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ଗଣେଶ୍ୱର ପାତ୍ର |
ନିର୍ବାଚନ ମଣ୍ଡଳୀ | ବଡ଼ସାହି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଅପ୍ରେଲ ୧୯୬୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ମୀନତି ସେଠୀ |
ବାପା/ବୋଉ | କୃଷ୍ଣ ଚନ୍ଦ୍ର ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମନୋରଞ୍ଜନ ସେଠୀ (ଜନ୍ମ: ୨ ଅପ୍ରେଲ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଡ଼ସାହି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମନୋରଞ୍ଜନ ସେଠୀ ୧୯୬୭ ମସିହାର ଅପ୍ରେଲ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୃଷ୍ଣ ଚନ୍ଦ୍ର ସେଠୀ ଓ ପତ୍ନୀଙ୍କ ନାମ ମୀନତି ସେଠୀ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମନୋରଞ୍ଜନ ସେଠୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Manoranjan Sethi". odishaassembly.nic.in. Odisha Assembly. Retrieved 4 July 2022.