ଜନାର୍ଦ୍ଦନ ଦେହୁରୀ
ଦେଖଣା
ଜନାର୍ଦ୍ଦନ ଦେହୁରୀ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା (ଉପ) | |
କାର୍ଯ୍ୟକାଳ ୧୯୯୮ – ୨୦୦୦ | |
ପୂର୍ବ ଅଧିକାରୀ | ଜୁଏଲ ଓରାମ |
ପର ଅଧିକାରୀ | ଦୟାନିଧି କିଷାନ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଜନାର୍ଦ୍ଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୮ ମସିହାରେ ହୋଇଥିବା ଉପ-ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜନାର୍ଦ୍ଦନ ଦେହୁରୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୨,୬୧,୯୬୮ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବିଜେପି ପ୍ରାର୍ଥୀ ଜୁଏଲ ଓରାମଙ୍କ ଠରୁ ୨,୩୨,୨୯୬ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Janardan Dehury". odishaassembly.nic.in. Odisha Assembly. Retrieved 23 August 2022.
- ↑ "2024 Indian General Election Results: Sundargarh (Odisha)". Election Commission of India. Retrieved 5 July 2024.