ବିରାମ ମୁର୍ମୁ

ଉଇକିପିଡ଼ିଆ‌ରୁ
ବିରାମ ମୁର୍ମୁ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-01-01) ୧ ଜାନୁଆରୀ ୧୯୫୨ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଦୁଲାରୀ ମୁର୍ମୁ
ବାପା/ବୋଉଗୌର ମୋହନ ମୁର୍ମୁ (ବାପା)
ବୃତ୍ତିରାଜନୀତିଜ୍ଞ

ବିରାମ ମୁର୍ମୁ (ଜନ୍ମ: ୧ ଜାନୁଆରୀ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିରାମ ମୁର୍ମୁ ୧୯୫୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୌର ମୋହନ ମୁର୍ମୁ ଓ ପତ୍ନୀଙ୍କ ନାମ ଦୁଲାରୀ ମୁର୍ମୁ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିରାମ ମୁର୍ମୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Biram Murmu". odishaassembly.nic.in. Odisha Assembly. Retrieved 1 September 2022.