କିଛି କହିବାର ଅଛି
କିଛି କହିବାର ଅଛି | |
---|---|
ନିର୍ଦ୍ଦେଶକ | ତାପସ ସରଘରିଆ |
ପ୍ରଯୋଜକ | ସୀତାରାମ ଅଗ୍ରୱାଲ ନମିତା ଅଗ୍ରୱାଲ |
ସଂଳାପ | ଅନ୍ତର୍ଯ୍ୟାମି ସରଘରିଆ |
କଳାକାର | ସିଦ୍ଧାନ୍ତ ମହାପାତ୍ର ରିୟା ଦେ ହରିହର ମହାପାତ୍ର |
ସଙ୍ଗୀତ | ପ୍ରେମ ଆନନ୍ଦ |
ଚିତ୍ରଗ୍ରହଣ | ରବିନ୍ଦ୍ର ବେହେରା |
ସମ୍ପାଦକ | ରାଜେଶ ଦାଶ |
ମୁକ୍ତିଲାଭ ତାରିଖ | ୧୫ ଅଗଷ୍ଟ ୨୦୨୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
କିଛି କହିବାର ଅଛି ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲ । ଅନ୍ତର୍ଯ୍ୟାମି ସରଘରିଆ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ତାପସ ସରଘରିଆ ।[୧] ସଙ୍ଗୀତକାର ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ରିୟା ଦେ । ହରିହର ମହାପାତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ପ୍ରିୟଙ୍କା ମହାପାତ୍ର ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଅଗଷ୍ଟ ମାସ ୧୫ ତାରିଖରେ ସିଦ୍ଧାର୍ଥ ଟିଭିରେ ମୁକ୍ତିଲାଭ କରିଥିଲା ।[୨]
ଅଭିନୟ
[ସମ୍ପାଦନା]କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ।[୧] ଗୀତିକାର ସୁବ୍ରତ ସ୍ୱାଇଁ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ହ୍ୟୁମାନ ସାଗର, ନିବେଦିତା, ଗୌରବ ଆନନ୍ଦ, ଅସୀମା ପଣ୍ଡା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ଗାୟକ | ସମୟ |
---|---|---|---|
1. | "ଆଜି କାଲି ପବନ" | ହ୍ୟୁମାନ ସାଗର, ସୁବ୍ରତ ସ୍ୱାଇଁ | |
2. | "କାହିଁକି ଏମିତି ଲାଗେ" | ଗୌରବ ଆନନ୍ଦ | |
3. | "ମୁଁ ଆଲବମ୍ କୁଇନ୍" | ଅସୀମା ପଣ୍ଡା | |
4. | "ଅଖିଳ ବ୍ରହ୍ମାଣ୍ଡ ପତି" | ନିବେଦିତା |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "ନୂଆ ଓଡ଼ିଆ ସିନେମା 'କିଛି କହିବାର ଅଛି'". ନିର୍ଭୟ. No. ରବିବାର. OMDB (Twitter). 26 June 2022. Retrieved 5 December 2022.
- ↑ "୮ ମାସରେ ମୁକ୍ତିଲାଭ କରିଛି ୪୧ଟି ଓଡ଼ିଆ ସିନେମା". ସମ୍ବାଦ. sambad.in. 21 August 2022. Archived from the original on 25 October 2022. Retrieved 25 October 2022.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ କିଛି କହିବାର ଅଛି