କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ
ଦେଖଣା
କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପଶ୍ଚିମ ଓଡ଼ିଶା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ ପାରିକୁଦର ରାଜା ତଥା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଓଡ଼ିଶାରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ରାଜନୈତିକ ଜୀବନ
[ସମ୍ପାଦନା]କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ "Shri Krisha Chandra Mansingh Harichandra Mardaraj Bhramarbar Rai". odishaassembly.nic.in. Odisha Assembly. Retrieved 28 November 2023.