Jump to content

ଇ.ଏମ୍‍. ଇଭାନ୍‍ସ୍‍

ଉଇକିପିଡ଼ିଆ‌ରୁ
ଇ.ଏମ୍‍. ଇଭାନ୍‍ସ୍‍
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଘୁମୁସର-ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଇ.ଏମ୍‍. ଇଭାନ୍‍ସ୍‍ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁମୁସର-ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ମନୋନୀତ ହୋଇଥିଲେ ।[][]

ରାଜନୈତିକ ଜୀବନ

[ସମ୍ପାଦନା]

ଇ.ଏମ୍‍. ଇଭାନ୍‍ସ୍‍ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri E.M. Evans". odishaassembly.nic.in. Odisha Assembly. Retrieved 4 December 2023.