ଫକୀର ମୋହନ ନାଏକ
ଦେଖଣା
ଫକୀର ମୋହନ ନାଏକ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରେମାନନ୍ଦ ନାୟକ |
ନିର୍ବାଚନ ମଣ୍ଡଳୀ | ତେଲକୋଇ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ଫକୀର ମୋହନ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
[ସମ୍ପାଦନା]ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୩,୮୧୮ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ମାଧବ ସରଦାରଙ୍କୁ ୯,୪୩୯ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
[ସମ୍ପାଦନା]- ↑ "General Election to Assembly Constituencies 2024: Telkoi (Odisha)". Election Commission of India. Retrieved 3 July 2024.