Jump to content

ସାରଦା ପ୍ରସାଦ ପ୍ରଧାନ

ଉଇକିପିଡ଼ିଆ‌ରୁ
ସାରଦା ପ୍ରସାଦ ପ୍ରଧାନ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀପ୍ରତାପ ଜେନା
ନିର୍ବାଚନ ମଣ୍ଡଳୀମାହାଙ୍ଗା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ସାରଦା ପ୍ରସାଦ ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

[ସମ୍ପାଦନା]

ସେ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୮,୬୩୨ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ଅଙ୍କିତ ପ୍ରତାପ ଜେନାଙ୍କୁ ୭,୪୨୩ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

  1. "General Election to Assembly Constituencies 2024: Mahanga (Odisha)". Election Commission of India. Retrieved 3 July 2024.