ଲୋଫର୍

ଉଇକିପିଡ଼ିଆ‌ରୁ
ଲୋଫର୍
Theatrical poster
ନିର୍ଦ୍ଦେଶକଅଶୋକ ପତି
ପ୍ରଯୋଜକସୁନିଲ ପଣ୍ଡା
ଚିତ୍ରନାଟ୍ୟଅଶୋକ ପତି
କାହାଣୀଅଶୋକ ପତି
କଳାକାରବାବୁଶାନ୍, ଅର୍ଚ୍ଚିତା ସାହୁ, ବୁଦ୍ଧାଦିତ୍ୟ, ଅପରାଜିତା ମହାନ୍ତି
ସଙ୍ଗୀତଗୁଡ଼ଲି ରଥ
ଚିତ୍ରଗ୍ରହଣରମେଶ ବାବୁ
ସମ୍ପାଦକସୁକୁମାର ମଣି
ମୁକ୍ତିଲାଭ ତାରିଖ
୧୪ ଜାନୁଆରୀ ୨୦୧୧
ଦେଶ ଭାରତ
ଭାଷାଓଡ଼ିଆ

ଲୋଫର୍, ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ ପଣ୍ଡା । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ।[୧] ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର କାହଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ଓ ଅର୍ଚ୍ଚିତା ।[୩] ମିହିର ଦାସ, ବୁଦ୍ଧାଦିତ୍ୟ ମହାନ୍ତି, ସମରେଶ ରାଉତରାୟ, ମୀନକେତନ, ବିରେଶ ମିଶ୍ର, ଲଭ୍‌ଲି, ଅପରାଜିତା ମହାନ୍ତି, ପ୍ରିୟଙ୍କା ମହାପାତ୍ର, ଉତ୍ତମ ମହାନ୍ତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଓ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଗୁଡ୍‌ଲି ରଥ

ଆଧାର[ସମ୍ପାଦନା]

  1. "ରଜନୀଙ୍କ ଶତକୀୟ ପାଳି". ସମ୍ବାଦ. No. ରବିବାର. 24 September 2023. p. 8. Archived from the original on 28 September 2023. Retrieved 28 September 2023.
  2. ୨.୦ ୨.୧ "ଓଲିଉଡକୁ ଫେରିଲେ ଏହି ଲୋକପ୍ରିୟ ନାୟକ | Sambad". Sambad (in Odia). ଓଡ଼ିଶା. 16 September 2018. Archived from the original on 18 September 2018. Retrieved 17 September 2018.{{cite news}}: CS1 maint: unrecognized language (link)
  3. "ଆଜି ରିଲିଜ୍‌: 'ଅଜବ ସଂଜୁର ଗଜବ ଲଭ୍‌'". Sambad (in Odia). Bhuabneswar. 13 January 2019. Archived from the original on 18 January 2019. Retrieved 13 January 2019.{{cite news}}: CS1 maint: unrecognized language (link)
  4. "ଲୋକାଲ୍ ଟୋକାଙ୍କ ପ୍ରେମିକା" (in Odia). ଓଡ଼ିଶା. 10 June 2018. p. 8. Archived from the original (PDF) on 19 October 2018. Retrieved 19 October 2018.{{cite news}}: CS1 maint: unrecognized language (link)
  5. "ଏହି ସିନେମାରେ ବାବୁସାନ କରିଥିଲେ ଗେଷ୍ଟ୍‍ ରୋଲ୍‌". sambad.in. 24 April 2018. Retrieved 6 June 2018.
  6. "ଏହି ଓଲିଉଡ ନାୟିକାମାନଙ୍କର ପରଦା ଉପରେ କେହି ନାୟକ ନ ଥିଲେ". OdishaLIVE. 11 July 2018. Archived from the original on 13 August 2020. Retrieved 1 September 2018.
  7. "ବୁଦ୍ଧାଦିତ୍ୟଙ୍କ 'ଆସ୍ତିକ ନାସ୍ତିକ'". ନିର୍ଭୟ. 4 July 2022. p. 10. Archived from the original on 27 October 2022. Retrieved 27 October 2022.
  8. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
  9. "ଭେଟେରାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ" (in ଓଡ଼ିଆ). ଭୁବନେଶ୍ୱର. 11 January 2022. Archived from the original on 11 January 2022. Retrieved 5 June 2022.{{cite news}}: CS1 maint: unrecognized language (link)

ବାହାର ଆଧାର[ସମ୍ପାଦନା]

  • ଇଣ୍ଟରନେଟ ମୁଭି ଡାଟାବେସରେ ଲୋଫର୍