ଭାଗ୍ୟ ହାତେ ଡୋରି

ଉଇକିପିଡ଼ିଆ‌ରୁ
ଭାଗ୍ୟ ହାତେ ଡୋରି
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକସୁବାସ ରାଉତ
ଚିତ୍ରନାଟ୍ୟହର ପଟ୍ଟନାୟକ
କଳାକାରଉତ୍ତମ ମହାନ୍ତି
ବିଜୟ ମହାନ୍ତି
ମହାଶ୍ୱେତା ରାୟ
ତନ୍ଦ୍ରା ରାୟ
ଚିତ୍ରଗ୍ରହଣଶାମ୍ବା
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୩
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୭୮,୨୦,୦୦୦

ଭାଗ୍ୟ ହାତରେ ଡୋରି, ୧୯୯୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁବାସ ରାଉତ ।[୩] ନିର୍ଦ୍ଦେଶକ ହର ପଟ୍ଟନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୪]

ଅଭିନୟ[ସମ୍ପାଦନା]

ଆଧାର[ସମ୍ପାଦନା]

  1. "ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ". ସମ୍ବାଦ. sambad.in. 16 August 2020. Retrieved 9 September 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. 16 August 2020. Retrieved 9 September 2020.
  3. "ବିଶିଷ୍ଟ ଓଡ଼ିଆ ଫିଲ୍ମ ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ". PrameyaNews7 (in Odia). Odisha. 22 September 2018. Archived from the original on 13 October 2020. Retrieved 15 January 2019.{{cite news}}: CS1 maint: unrecognized language (link)
  4. Portal, Prerna News (12 October 2020). "ଆଜି ମନେ ପଡନ୍ତି ଅଭିନେତା, ଚିତ୍ରନାଟ୍ୟକାର ଓ ନିର୍ଦ୍ଦେଶକ ହର ପଟ୍ଟନାୟକ". ପ୍ରେରଣା (in Odia). Archived from the original on 6 December 2021. Retrieved 6 December 2021.{{cite news}}: CS1 maint: unrecognized language (link)
  5. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]