ବ୍ୟବହାରକାରୀଙ୍କ ଆଲୋଚନା:Dr.Subhransu

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Dr.Subhransu ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -ସୁଭପାSubha Paମୋତେ କହିବେ କିଛି? ୦୯:୩୪, ୧୮ ମେ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Dr.Subhransu,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୪୧, ୮ ଅଗଷ୍ଟ ୨୦୧୧ (UTC)

A barnstar for you![ସମ୍ପାଦନା]

The Botany Barnstar
This is for you for your rich contribution to 7 Good article. Keep coming!! We really appreciate your work. Thanks and Regards. -- ଅηsuмaη Talk ୧୦:୨୮, ୧୭ ନଭେମ୍ବର ୨୦୧୧ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Dr.Subhransu,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

-- ଅଂଶୁମାନ ତାର ଯୋଡ଼ିବେ? ୧୮:୦୩, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)