Jump to content

ବ୍ୟବହାରକାରୀଙ୍କ ଆଲୋଚନା:Ajaykumarmeher

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Ajaykumarmeher ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Srikant Kedia (ମୋ କଥା) ୦୬:୫୧, ୯ ଏପ୍ରିଲ ୨୦୧୧ (UTC)

ଜାଣନ୍ତି, Ajaykumarmeher. ଆପଣଙ୍କ ପାଇଁ ନୂଆ ଚିଠି ଅଛି Odisha1's talk page.
ଚିଠିଟି ମିଶାଗଲା Srikant Kedia (ମୋ କଥା) ୧୨:୩୦, ୯ ଏପ୍ରିଲ ୨୦୧୧ (UTC)। ଏବନେ ଆପଣ at any time by removing the {{Talkback}} or {{Tb}} template. ଏହି ସୂଚନାଟିକୁ ବାହାର କରିଦେଇ ପାରିବେ

transliteration

[ସମ୍ପାଦନା]

ଉଇକିପିଡ଼ିଆ ରେ ଓଡିୟା transliteration ଏତେ ଭଲ ଭାବେ କାମ କରୁ ନାହି. ?? Dear If you think its not working fine, please submit you quires and problem here ସାହାଯ୍ୟ ଆଲୋଚନା:ଓଡ଼ିଆରେ ଟାଇପ --Jayantanth (ମୋ କଥା) ୧୬:୫୭, ୯ ଏପ୍ରିଲ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ

[ସମ୍ପାଦନା]

ଆଜ୍ଞା ନମସ୍କାର Ajaykumarmeher,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୧୯, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)