Jump to content

ବ୍ୟବହାରକାରୀଙ୍କ ଆଲୋଚନା:MKar (2)

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, MKar ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! ---Srikant Kedia ୦୬:୨୪, ୩୧ ମେ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ

[ସମ୍ପାଦନା]

ଆଜ୍ଞା ନମସ୍କାର MKar (2),

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୦୪, ୮ ଅଗଷ୍ଟ ୨୦୧୧ (UTC)

[ସମ୍ପାଦନା]

Hello Mrutyunjay bhai, According to Wikipedia policy, we can not use FACEBOOK and TWITTER link as Reference or External Link and Use IMDB link as EXTERNAL LINK not REFERENCE. You did to ଅନୁଭବ ମହାନ୍ତି and ମହମ୍ମଦ ମୁସୀର. I have removed. Thank you. ଅηsuмaη Talk ୧୫:୫୪, ୭ ନଭେମ୍ବର ୨୦୧୧ (UTC)