ରସିକ ନାଗର

ଉଇକିପିଡ଼ିଆ‌ରୁ
ରସିକ ନାଗର
ନିର୍ଦ୍ଦେଶକଦିଲ୍ଲିପ ପଣ୍ଡା
ପ୍ରଯୋଜକଚଞ୍ଚଳା ସହୁ, ରବିନ୍ଦ୍ର ସାହୁ, ପ୍ରଦୀପ ସାହୁ
ସଂଳାପବିଜୟ ମଲ୍ଲ
ଚିତ୍ରନାଟ୍ୟଦିଲ୍ଲିପ ପଣ୍ଡା
କଳାକାରସିଦ୍ଧାନ୍ତ ମହାପାତ୍ର, ନମ୍ରତା ଥାପ୍ପା, ଅନିତା ଦାସ, ଜିନା, ପ୍ରଦ୍ୟୁମ୍ନ ଲେଙ୍କା
ସଙ୍ଗୀତପ୍ରେମ ଆନନ୍ଦ
ଚିତ୍ରଗ୍ରହଣସୁସାନ୍ତ ବାହିନିପତି
ସମ୍ପାଦକସୁଶାନ୍ତ ମଣି ଦିଲ୍ଲିପ ପଣ୍ଡା
ମୁକ୍ତିଲାଭ ତାରିଖ
୨୦୦୭
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୧କୋଟି ୧୦ଲକ୍ଷ ୫୦ହଜାର

ରସିକ ନାଗର, ୨୦୦୭ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଚଞ୍ଚଳା ସାହୁ, ରବିନ୍ଦ୍ର ସାହୁ ଓ ପ୍ରଦୀପ ସାହୁ । ବିଜୟ ମଲ୍ଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଦିଲ୍ଲିପ ପଣ୍ଡା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୧]

ଅଭିନୟରେ[ସମ୍ପାଦନା]

ଓଡ଼ିଆକଥାଚିତ୍ର ‘ରସିକ ନାଗର’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାର[ସମ୍ପାଦନା]

  1. "ପୁଣି ପରଦାରେ ଦେଖା ଦେବେ ଏହି ଓଲିଉଡ ଯୋଡି | Sambad". Sambad (in Odia). ଓଡ଼ିଶା. 27 March 2018. Archived from the original on 31 August 2018. Retrieved 2 September 2018.{{cite news}}: CS1 maint: unrecognized language (link)
  2. "ଓଲିଉଡରେ ଏଥିଲାଗି ବି ଚର୍ଚ୍ଚିତା ହୋଇଥିଲେ ନମ୍ରତା ଥାପ୍ପା". sambad.in. 31 March 2018. Retrieved 2 April 2018.
  3. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
  4. "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.{{cite news}}: CS1 maint: unrecognized language (link)
  5. "ଦୁଇଟିରେ ଅନୁଭବଙ୍କ ସାଥ୍ ପାଇଛନ୍ତି ନମ୍ରତା". ନିର୍ଭୟ. 29 August 2022. p. 10. Archived from the original on 25 September 2023. Retrieved 25 September 2023.
  6. "ପଜିଟିଭ୍‌ ରୋଲ୍‌ରେ ନଜର ଆସିବେ ଏହି ଅଭିନେତା". sambad.in. 29 March 2018. Retrieved 2 April 2018.

ବାହାର ଆଧାର[ସମ୍ପାଦନା]