ବ୍ୟବହାରକାରୀଙ୍କ ଆଲୋଚନା:Alchemist-hp
ପାଛୋଟା!
ଓଳିଗି, Alchemist-hp ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ନିଃସ୍ୱାର୍ଥ ଅବଦାନ ପାଇଁ ଆପଣଙ୍କୁ ବହୁତ ବହୁତ ଧନ୍ୟବାଦ । ମୋର ଆଶା, ଏହି ଜାଗାଟି ଅପଣ ଙ୍କୁ ଭଲ ଲାଗିବ ଏବଂ ଆପଣ ଏଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!
--Srikant Kedia ୧୦:୩୪, ୨୯ ଡିସେମ୍ବର ୨୦୧୧ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)