Jump to content

ଦୋସ୍ତି

ଉଇକିପିଡ଼ିଆ‌ରୁ
ଦୋସ୍ତି
ନିର୍ଦ୍ଦେଶକଅଶୋକ ପତି
ପ୍ରଯୋଜକବିଜୟ କନ୍ଦୋଇ
ସଂଳାପଚିନ୍ମୟଦାସ ପଟ୍ଟନାୟକ
କାହାଣୀବିଜୟ କନ୍ଦୋଇ
କଳାକାରବାବୁଶାନ୍
ସବ୍ୟସାଚୀ ମିଶ୍ର
ପିଣ୍ଟୁ ନନ୍ଦ
ପ୍ରିୟା ଚୌଧୁରୀ
ମେଘା ଘୋଷ
ହରିହର ମହାପାତ୍ର
ସଙ୍ଗୀତମଳୟ ମିଶ୍ର
ମୁକ୍ତିଲାଭ ତାରିଖ
ଅକ୍ଟୋବର ୨୦୧୧
ଦେଶଭାରତ
ଭାଷାଓଡ଼ିଆ

ଦୋସ୍ତି, ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[] ଚିନ୍ମୟଦାସ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ଅଭିନୟ

[ସମ୍ପାଦନା]

ଗୀତ ଓ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।

  1. "କାଲି ପରଦାକୁ 'କୁଇନ୍' ରୂପରେ ଆସିବେ ବର୍ଷା ପ୍ରିୟଦର୍ଶିନୀ | Sambad". ସମ୍ବାଦ. sambad.in. 14 January 2020. Retrieved 19 January 2020.
  2. "ଏହି ସିନେମାରେ ବାବୁସାନ କରିଥିଲେ ଗେଷ୍ଟ୍‍ ରୋଲ୍‌". sambad.in. 24 April 2018. Retrieved 6 June 2018.
  3. ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.
  4. "ଏହି ଜଣାଶୁଣା ନାୟକଙ୍କ ସହ ବି ନଜର ଆସିଥିଲେ ପ୍ରିୟା". ସମ୍ବାଦ. ଭୁବନେଶ୍ୱର: sambad.in. 12 August 2022. Archived from the original on 24 October 2022. Retrieved 24 October 2022.
  5. "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.{{cite news}}: CS1 maint: unrecognized language (link)
  6. "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
  7. "ଏହି ଆଗଧାଡ଼ିର ନିର୍ଦ୍ଦେଶକଙ୍କ ସହ ଥରଟିଏ କାମ କରିଛନ୍ତି ମେଘା". ସମ୍ବାଦ. ଭୁବନେଶ୍ୱର: sambad.in. 8 October 2022. Archived from the original on 12 October 2022. Retrieved 12 October 2022.

ବାହାର ଆଧାର

[ସମ୍ପାଦନା]