ଜାତୀୟ କ୍ରୀଡ଼ା ଦିବସ

ଉଇକିପିଡ଼ିଆ‌ରୁ

କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।[୧]୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି ।[୨] ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।[୩]

ଆହୁରି ଦେଖନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]

  1. Disha Exports (1 August 2017). General Knowledge for Competitive Exams - UPSC/ State PCS/ SSC/ Banking/ Insurance/ Railways/ BBA/ MBA/ Defence - 2nd Edition. Disha Publications. pp. 79–. ISBN 978-93-86323-15-6.
  2. https://www.boddunan.com/articles/sports-games/22940-29th-august,-the-national-sports-day.html
  3. "ଜାତୀୟ କ୍ରୀଡ଼ା ଦିବସ". ସମ୍ବାଦ ୨୯/୦୮/୨୦୧୭ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୨. Archived from the original on 10 September 2017. Retrieved 29 August 2017.