କମ୍ପଲା

ଉଇକିପିଡ଼ିଆ‌ରୁ

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

କମ୍ପଲା
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାଅନୁଗୋଳ ଜିଲ୍ଲା
ପଞ୍ଚାୟତ ସମିତିଆଠମଲ୍ଲିକ
ଗ୍ରାମ ପଞ୍ଚାୟତକମ୍ପଲା
ତହସିଲଆଠମଲ୍ଲିକ
Time zoneIST (+୫.୩୦)
ଡାକ କୋଡ଼
୭୯୫୧୨୫
Area code+୦୬୭୬୩
ଯାନବାହାନ ପଞ୍ଚୀକରଣOD/19

କମ୍ପଲା ଓଡ଼ିଶାର ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।[୧]

ଗମନାଗମନ[ସମ୍ପାଦନା]

ଏହା ଜିଲ୍ଲାର ସଦର ମହକୁମା ଅନୁଗୋଳଠାରୁ ୬୦ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା[ସମ୍ପାଦନା]

ଏହାର ଅନତି ଦୂରରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଛି।

ସଂସ୍କୃତି[ସମ୍ପାଦନା]

ଏହି ଗାଆଁଠାରୁ ଅଳ୍ପ ଦୂରରେ ଶିବମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ମହା ଶିବରାତ୍ରି ଅନୁଷ୍ଠିତ ହୋଇଥାଏ ।

ଆଧାର[ସମ୍ପାଦନା]