ଭଦକମଳ

ଉଇକିପିଡ଼ିଆ‌ରୁ

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

ମାହାଳ
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାକେନ୍ଦ୍ରାପଡ଼ା ଜିଲ୍ଲା
ପଞ୍ଚାୟତ ସମିତିକେନ୍ଦ୍ରାପଡ଼ା
ଗ୍ରାମ ପଞ୍ଚାୟତଗଦରପୁର
ତହସିଲକେନ୍ଦ୍ରାପଡ଼ା
Time zoneIST (+୫.୩୦)
ଡାକ କୋଡ଼
୭୫୪୧୩୪
Area code+୦୬୭୨୭
ଯାନବାହାନ ପଞ୍ଚୀକରଣOD/21

ଭଦକମଳ, ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି ପାଟକୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀଅନ୍ତର୍ଗତ[୧]

ଗମନାଗମନ[ସମ୍ପାଦନା]

ଏହା ଜିଲ୍ଲାର ସଦର ମହକୁମା କେନ୍ଦ୍ରାପଡ଼ାଠାରୁ ୧୫ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା[ସମ୍ପାଦନା]

ଏହାର ଅନତି ଦୂରରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଛି।

ସଂସ୍କୃତି[ସମ୍ପାଦନା]

ଏହି ଗାଆଁଠାରୁ ଅଳ୍ପ ଦୂରରେ ମଙ୍ଗଳା ମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ବିଭିନ୍ନ ପର୍ବପର୍ବାଣି ଅନୁଷ୍ଠିତ ହୋଇଥାଏ ।

ଆଧାର[ସମ୍ପାଦନା]