ବିଜୟ କୁମାର ମହାନ୍ତି
ଦେଖଣା
ବିଜୟ କୁମାର ମହାନ୍ତି | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପର ଅଧିକାରୀ | ଅନନ୍ତ ନାରାୟଣ ଜେନା |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଅକ୍ଟୋବର ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ପ୍ରେମାନନ୍ଦ ମହାନ୍ତି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଜୟ କୁମାର ମହାନ୍ତି (ଜନ୍ମ: ୩ ଅକ୍ଟୋବର ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଜୟ କୁମାର ମହାନ୍ତି ୧୯୬୪ ମସିହାର ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରେମାନନ୍ଦ ମହାନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଜୟ କୁମାର ମହାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bijaya Kumar Mohanty". odishaassembly.nic.in. Odisha Assembly. Retrieved 29 June 2022.