ବ୍ୟବହାରକାରୀଙ୍କ ଆଲୋଚନା:2sarojkumar
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|
ପ୍ରଧାନପୃଷ୍ଠାରେ ଆପଣଙ୍କ ଛବି
[ସମ୍ପାଦନା]ପ୍ରିୟ ସରୋଜ, ଉଇକିମିଡ଼ିଆ କମନ୍ସରେ ଆପଣ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରଖିଥିବା ଛବିଟି ଅଗଷ୍ଟ ପ୍ରଥମ ସପ୍ତାହରେ ଓଡ଼ିଆ ଉଇକିପିଡ଼ିଆର ପ୍ରଧାନପୃଷ୍ଠାରେ ସପ୍ତାହର ବଛା ଛବି ଭାବେ ରଖାଯାଇଛି :) ଏହି ଅବସରରେ ଉଇକିମିଡ଼ିଆର ପ୍ରକଳ୍ପଗୁଡ଼ିକରେ ଆପଣଙ୍କ ଅବଦାନ ନିମନ୍ତେ ସାଧୁବାଦ ଜଣାଇବା ସହ ପୁଣିଥରେ ସ୍ଵାଗତ ଜଣାଉଛି ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୮:୪୦, ୩ ଅଗଷ୍ଟ ୨୦୧୪ (UTC)
A cup of coffee for you!
[ସମ୍ପାଦନା]ଭାଇ,
ଖୁବ କମ ଦିନରେ ଆପଣଙ୍କ ଅବଦାନ ଓ ଆଗ୍ରହ ଦେଖି ବହୁତ ଖୁସି ଲାଗୁଛି, ଆଶା କରୁଛି ଆଗକୁ ମଧ୍ୟ ଏମିତି ଜାରି ରଖିବ। ଚା’ କପେ ପିଇକି ସତେଜ ହୁଅ ଓ ଆଗକୁ ଆଗେଇ ଚାଲ । ହଁ ଆଉ ଗୋଟେ କଥା, ସମୟ ସୁବିଧା ଦେଖି ଓଡ଼ିଶା ସମ୍ବନ୍ଧୀୟ ତଥା ଅନ୍ୟାନ୍ୟ ଛବି ଅପଲୋଡ଼ କରିବାହେଉ :) ଆଦିତ୍ୟ ମହାର (ଆଲୋଚନା) ୧୨:୪୨, ୫ ଡିସେମ୍ବର ୨୦୧୪ (UTC) |
ନବକଳେବର ଗଣସମ୍ପାଦନା ୨୦୧୫ ଭାଗ ନେବା ପାଇଁ ଅନୁରୋଧ
[ସମ୍ପାଦନା]ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
--ସୁଭାସିସ ପାଣିଗାହି (ଆଳାପ) ୧୮:୧୪, ୧୭ ଅଗଷ୍ଟ ୨୦୧୫ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)
ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ
[ସମ୍ପାଦନା]ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ | ||||
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)
ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]
|