ବ୍ୟବହାରକାରୀଙ୍କ ଆଲୋଚନା:Santosh.mbahrm

Page contents not supported in other languages.
ଉଇକିପିଡ଼ିଆ‌ରୁ

Some masala mudhi for you![ସମ୍ପାଦନା]

ସନ୍ତୋଷ, ଗୁଣପୁର ସମ୍ପର୍କରେ ନୂଆ ଲେଖା ତିଆରି ପାଇଁ ତୁମ ଚେଷ୍ଟା ଅଭିନନ୍ଦନ ଯୋଗ୍ୟ । ଏହି କୁନି ଭେଟିଟିଏ, ତୁମ ଅକ୍ଲାନ୍ତ ପରିଶ୍ରମ ପାଇଁ । ଯଦି ସମୟ ପାଇବେ ଗୁଣପୁର ସଂକ୍ରାନ୍ତୀୟ ଏହି ଆଲୋଚନାରେ ନିଜ ମତ ଦେବେ । ଶିତିକଣ୍ଠ (ଆଲୋଚନା) ୧୮:୫୮, ୨୬ ଜୁଲାଇ ୨୦୧୫ (UTC)

ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
ଭାଗ ନିଅନ୍ତୁ! ପ୍ରସଙ୍ଗ ତାଲିକା କିପରି ଲେଖିବେ ଶିଖିବାକୁ ଚାହାନ୍ତି?

--ସୁଭାସିସ ପାଣିଗାହି (ଆଳାପ) ୧୮:୧୨, ୧୭ ଅଗଷ୍ଟ ୨୦୧୫ (UTC)

A barnstar for you![ସମ୍ପାଦନା]

The Original Barnstar
ଜଣେ ନୂତନ ଉଇକିଆଳି ଭାବେ ଓଡିଆ ଉଇକିପିଡିଆରେ ଆପଣଙ୍କ ଅବଦାନ ପ୍ରଶଂସନୀୟ । Hpsatapathy (ମୋ ଆଲୋଚନା) ୦୦:୩୪, ୨୧ ଅଗଷ୍ଟ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--ଆଦିତ୍ୟ ମହାର (ଆଲୋଚନା) ୦୭:୪୪, ୨୧ ଅକ୍ଟୋବର ୨୦୧୫ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ[ସମ୍ପାଦନା]

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)